vk Pandian’s campaign

ଅପରାଜିତାଙ୍କର ନିର୍ବାଚନ ପରେ ଦେଖା ମିଳେନି

ଭୁବନେଶ୍ୱର: ଭୁବନେଶ୍ୱର ସାଂସଦ ତଥା ବିଜେପି ଲୋକସଭା ପ୍ରାର୍ôଥନୀ ଅପରାଜିତା ଷଡଙ୍ଗୀ ଜଣେ ଟୁରିଷ୍ଟ ନେତ୍ରୀ । ନିର୍ବାଚନ ସରିଗଲେ ଆଉ ମିଳେନି ତାଙ୍କର ଦେଖା । ୨୦୧୯ରେ ନିର୍ବାଚିତ ହେବା ପରେ ତାଙ୍କୁ କେବେ ବି ନିର୍ବାଚନ ମଣ୍ଡଳୀରେ ଦେଖିବାକୁ ମିଳି ନ ଥିଲା । ଜଟଣୀ ଖୁଦୁପୁରରେ ଆୟୋଜିତ ସଭାରେ ଅପରାଜିତାଙ୍କୁ ଟାର୍ଗେଟ କରି ଏପରି କହିଛନ୍ତି ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ । ଜଟଣୀବାସୀଙ୍କ ସବୁ ସମସ୍ୟାର ସମାଧାନ କରିବେ ମୁଖ୍ୟମନ୍ତ୍ରୀ …

ଅପରାଜିତାଙ୍କର ନିର୍ବାଚନ ପରେ ଦେଖା ମିଳେନି Read More »

ପାଣ୍ଡିଆନଙ୍କ ମାରାଥନ ପ୍ରଚାର, ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ କଲେ ଅନୁରୋଧ

ଭୁବନେଶ୍ୱର: ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ମାରାଥନ ପ୍ରଚାର କରିଛନ୍ତି ୫ଟି ଅଧ୍ୟକ୍ଷ ତଥା ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ପ୍ରଥମେ ସାଲିଆ ସାହି, ତା’ ପରେ କଲ୍ୟାଣସିଂହପୁର ଓ ନହରକଣ୍ଟାରେ ପ୍ରଚାର କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଥିଲେ । ଏଥିସହ ବିରୋଧୀଙ୍କୁ କରିଥିଲେ ଟାର୍ଗେଟ । ସାଲିଆସାହି ବାସିନ୍ଦାଙ୍କୁ କେହି ଉଚ୍ଛେଦ କରିପାରିବେନି ସାଲିଆ ସାହିର ବାସିନ୍ଦାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେତେ ଭଲ ପାଆନ୍ତି ସେହି ଅନୁଭୁତି ବଖାଣିଥିଲେ …

ପାଣ୍ଡିଆନଙ୍କ ମାରାଥନ ପ୍ରଚାର, ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ କଲେ ଅନୁରୋଧ Read More »

 ଖୁସି ଖବର ଦେଲେ ପାଣ୍ଡିଆନ, ସରକାରୀ କର୍ମଚାରୀ ପାଇବେ ବିଏସକେୱାଇ କାର୍ଡ

ରାଉରକେଲା: ଏଥର ସମସ୍ତଙ୍କୁ ମିଳିବ ବିଏସକେୱାଇ କାର୍ଡ । ଏମିତି କି ସରକାରୀ କର୍ମଚାରୀ ବି ପାଇବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ । ଆଶା ଦିଦିଙ୍କ ଠୁ ଆରମ୍ଭ କରି ଅଙ୍ଗନୱାଡି ଦିଦି ସମସ୍ତେ ବିଏସକେୱାଇ କାର୍ଡର ଲାଭ ଉଠାଇବେ । ରାଉରକେଲା ନିର୍ବାଚନୀ ପ୍ରଚାରରେ ଏହି ଖୁସି ଖବର ଦେଇଛନ୍ତି ବିଜେଡ଼ିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ପୂର୍ବରୁ ବିଏସକେୱାଇ କାର୍ଡ କେବଳ ବିପିଏଲ ହିତାଧିକାରୀଙ୍କୁ ମିଳୁଥିବା ବେଳେ ଏବେ ସମସ୍ତେ ଉପକୃତ …

 ଖୁସି ଖବର ଦେଲେ ପାଣ୍ଡିଆନ, ସରକାରୀ କର୍ମଚାରୀ ପାଇବେ ବିଏସକେୱାଇ କାର୍ଡ Read More »

ପାଲଲହଡ଼ାରେ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର: ପାଲଲହଡ଼ାରେ ଜୋରଦାର ପ୍ରଚାର କଲେ ବିଜେଡ଼ିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ନିର୍ବାଚନୀ ସଭାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଟାକ୍ଷ କଲେ ପାଣ୍ଡିଆନ । କହିଲେ ଏହି ଜିଲ୍ଲାରୁ ଜଣେ ୧୦ ବର୍ଷ ହେଲା କେନ୍ଦ୍ରମନ୍ତ୍ରୀ ଅଛନ୍ତି । ଏହା ଓଡିଶା ଓ ଜିଲ୍ଲା ପାଇଁ ବହୁତ ଖୁସିର କଥା । ସେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଓ ଦକ୍ଷତା ବିକାଶ ମନ୍ତ୍ରୀ ଅଛନ୍ତି, ଚାହିଁଥିଲେ ନିଜ ଅଞ୍ଚଳରେ ସ୍କୁଲ କଲେଜ ଖୋଲିପାରିଥାନ୍ତେ । କେନ୍ଦ୍ରୀୟ …

ପାଲଲହଡ଼ାରେ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ପାଣ୍ଡିଆନ Read More »

ପ୍ରଧାନମନ୍ତ୍ରୀ ଓଡ଼ିଶା ବିଜେପିକୁ ବୁଷ୍ଟର ଡୋଜ୍ ଦେଉଛନ୍ତି: ପାଣ୍ଡିଆନ

  ଭୁବନେଶ୍ୱର: ଯେଉଁଠି ବିଜେପି ହାରିବାର ଥାଏ, ସେଠାକୁ ବିଜେପିର ବଡ ବଡ଼ ନେତା ଯାଆନ୍ତି । ଓଡ଼ିଶା ବିଜେପିକୁ ବୁଷ୍ଟର ଡୋଜ୍ ଦେବାକୁ ଚାହୁଁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଯେତେବେଳେ ହାରିବାର ଥାଏ ସେତେବେଳେ ବିଜେପି ମନ୍ଦିର କଥା କୁହେ, ଚର୍ଚ୍ଚ କଥା କୁହେ, ମସଜିଦ କଥା କୁହେ । ବିଜେପି କନ୍ଧମାଳରେ ଦଙ୍ଗା କରିଥିଲା । ବୋମା ଫୁଟାଇଥିଲା । ଏବେ ସେଠାରେ ଶାନ୍ତି ଅଛି ବୋଲି କହିଛନ୍ତି ବିଜେଡ଼ିର ବରିଷ୍ଠ ନେତା …

ପ୍ରଧାନମନ୍ତ୍ରୀ ଓଡ଼ିଶା ବିଜେପିକୁ ବୁଷ୍ଟର ଡୋଜ୍ ଦେଉଛନ୍ତି: ପାଣ୍ଡିଆନ Read More »

 ରାଉରକେଲା ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ପାଣ୍ଡିଆନ

ରାଉରକେଲା: ରାଉରକେଲାର ସେକ୍ଟର ୩ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସେବାୟତ ଓ ଲୋକଙ୍କ ସହ ସୁବିଧା ଅସୁବିଧା ନେଇ ଆଲୋଚନା କରିଥିଲେ ପାଣ୍ଡିଆନ୍ । ରାଉରକେଲାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ । ଗସ୍ତ ସମୟରେ ରଘୁନାଥପାଲି ବିଜେଡି ପ୍ରାର୍ଥୀ ଅର୍ଚ୍ଚନା ରେଖା ବେହେରା, ରଘୁନାଥପାଲି ବିଧାୟକ ସୁବ୍ରତ ତରାଇ, ମନ୍ଦିର ଟ୍ରଷ୍ଟ ବୋର୍ଡ କର୍ମକର୍ତ୍ତାଙ୍କ ସହ ବହୁ ବିଜେଡି …

 ରାଉରକେଲା ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ପାଣ୍ଡିଆନ Read More »

 ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ କଲେ ଅପିଲ୍‌

ବରଗଡ଼: ବରଗଡ଼ ବିଜେପୁରରୁ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । କେବଳ ନିର୍ବାଚନ ଆସିଲେ ବିରୋଧୀ ଦଳର ଚାଷୀଙ୍କ କଥା ମନେପଡେ । କୁଆଡେ ଗଲା ଏମଏସପି ଦୁଇଗୁଣା କରିବାର ପ୍ରତିଶୃତି ? କୁଆଡେ ଗଲା ବରପାଲି ଷ୍ଟେସନକୁ ରେଲୱେ ଜଙ୍କସନ କରିବାର ପ୍ରତିଶୃତି ? କୁଆଡେ ଗଲା କେନ୍ଦୁପତ୍ର ଉପରୁ ଜିଏସଟି ଛାଡ ଘୋଷଣା ? ବିରୋଧୀଙ୍କୁ ଏପରି ଭାବେ ଟାର୍ଗେଟ କରିଛନ୍ତି ପାଣ୍ଡିଆନ । ବିଜେପୁରରେ ବରଗଡ ବିଜେଡି …

 ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ କଲେ ଅପିଲ୍‌ Read More »

RSS
Follow by Email
Scroll to Top
Close Bitnami banner
Bitnami