ଅଳିଆ ଗଦାରେ ପ୍ରେମୀଯୁଗଳଙ୍କ ପ୍ରି ୱେଡିଂ ଫଟୋଶୁଟ୍‌

ସାଧାରଣତଃ ଅଧିକାଂଶ ଲୋକ ନିଜ ବିବାହକୁ ସ୍ୱତନ୍ତ୍ର କରିବାକୁ ଚାହାଁନ୍ତି । ଏହାକୁ ସ୍ମରଣୀୟ କରିବା ପାଇଁ ବିଭିନ୍ନ ଉପାୟ ଆପଣାଇଥାନ୍ତି । ସେ ସାଜ୍ଜସଜ୍ଜା ହେଉ ବା ମେକ୍‌ଅପ୍‌, ବା ଭୋଜି ସବୁକିଛି ନୂଆ କରିବାକୁ ଚାହାଁନ୍ତି ସସସ୍ତେ । ଏବେ ବିବାହ ପୂର୍ବରୁ ପ୍ରି-ୱେଡ଼ିଂ ଫଟୋ ସୁଟ୍‌କୁ ବେଶୀ ଗୁରୁତ୍ୱ ଦିଆଯାଉଛି । କିଏ ଖେଳ ପଡ଼ିଆ ବା ପାହାଡ଼,ପାର୍କରେ ଫଟୋ ସୁଟ୍ କରୁଥିବାବେଳେ ଆଉ କିଏ ଅଟୋରିକ୍ସାରେ ବି ଫଟୋ ସୁଟ୍ କରୁଛନ୍ତି …

ଅଳିଆ ଗଦାରେ ପ୍ରେମୀଯୁଗଳଙ୍କ ପ୍ରି ୱେଡିଂ ଫଟୋଶୁଟ୍‌ Read More »